oom

ପାଇକ ବିଦ୍ରୋହ ସ୍ମୃତି ଉଦ୍ଦେଶ୍ୟରେ ପାଇକ ସ୍ମାରକୀ ନିର୍ମାଣ ନିମନ୍ତେ ନିଷ୍ପତ୍ତି ଗ୍ରହଣ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଖୋର୍ଦ୍ଧା ବରୁଣେଇ ପାହାଡ ପାଦଦେଶରେ ୯.୬୮୫ ଏକର ସରକାରୀ ଜମିକୁ ପାଇକ ବିଦ୍ରୋହ ସ୍ମୃତି ଉଦ୍ଦେଶ୍ୟରେ ପାଇକ ସ୍ମାରକୀ ନିର୍ମାଣ ନିମନ୍ତେ ରାଜ୍ୟ ସରକାର ବିନା ପ୍ରିମିୟମ୍ କ୍ୟାପିଟାଲାଇଜଡ୍ ଭେଲ୍ୟୁ ଏବଂ ଇନସିଡେଣ୍ଟାଲ୍ ଚାର୍ଜ୍‌ରେ ସଂସ୍କୃତି ମନ୍ତ୍ରାଳୟ, ଭାରତ ସରକାରଙ୍କ ସପକ୍ଷରେ ପ୍ରଦାନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

jittmm
Leave A Reply

Your email address will not be published.