କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ମହିଳା ନେତ୍ରୀ ଶ୍ରୀମତୀ ନିରୁପମା ମାଝୀଙ୍କୁ ସମ୍ୱର୍ଦ୍ଧନା ଜ୍ଞାପନ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ନୂତନ ଭାବେ ବଲାଙ୍ଗିର ଜିଲ୍ଲା ସ୍ୱତନ୍ତ୍ର ବିକାଶ ପରିଷଦର ଉପସଭାପତି ରୂପେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ମହିଳା ନେତ୍ରୀ ଶ୍ରୀମତୀ ନିରୁପମା ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋନୋନୀତ କରିଥିବାରୁ ଆଜି କଣ୍ଟାବାଞ୍ଜି ବିଜେଡି କାର୍ଯ୍ୟାଳୟରେ ଶ୍ରୀମତୀ ମାଝୀଙ୍କୁ ସମ୍ୱର୍ଦ୍ଧନା ଦିଆଯାଇଛି ।

Leave A Reply

Your email address will not be published.