ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ଭୁବନେଶ୍ୱର : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ଫାଲଗୁନ ମାସ କୃଷ୍ଣପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିର ରତ୍ନସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ଏହି ଗୁପ୍ତ ସେବା ।

Leave A Reply

Your email address will not be published.