centurian jitm

ଜଗତସିଂହପୁର ଜିଲ୍ଲାରେ ନୂଆ ଜିଲ୍ଲାପାଳ

nschool

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାରେ ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସରୋଜ କୁମାର ମିଶ୍ର । ତେବେ ସୂଚନା ଅନୁସାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିବା ପରେ ପୂର୍ବତନ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜିଲ୍ଲାର ପ୍ରଶାସନିକ ଅଧିକାରୀମାନେ ନୂତନ ଜିଲ୍ଲାପାଳଙ୍କ ସ୍ୱାଗତ ଜଣାଇଥିଲେ ।

Leave A Reply

Your email address will not be published.