ଜିଲ୍ଲା ଛାତ୍ର କଂଗ୍ରେସର ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଶାନ୍ତିପଡା ସ୍ଥିତ କଲ୍ୟାଣ ମଣ୍ଡପଠାରେ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମରେନ୍ଦ୍ର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ କଂଗ୍ରେସ ନେତା ବୁଲୁ ଦାନୀ, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଅଙ୍କିତ ସାହୁଙ୍କ ସମେତ ଜିଲ୍ଲାର ବିଭିନ୍ନ କଲେଜରୁ ଆସିଥିବା ଛାତ୍ରମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

18 + sixteen =

error: Content is protected !!