ସ୍ୱାଭିମାନ ପରିବାର ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସ୍ୱାଭିମାନ ପରିବାର ଆନୁକୂଲ୍ୟରେ ଟାଉନ ହଲ୍‌ ଠାରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଏବଂ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ ।

Leave A Reply

Your email address will not be published.

20 + 17 =

error: Content is protected !!