ଆସ‌ନ୍ତା କାଲି ନୂଆପଡ଼ା ଜିଲ୍ଲାରେ ଅନେକ ବିକାଶ ମୂଳକ କାର୍ଯ୍ୟ ଶୁଭାର‌ମ୍ଭ କରିବେ ମୁଖ୍ୟମ‌ନ୍ତ୍ରୀ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ବିକାଶ ପର୍ବରେ ଯୋଡ଼ି ହେବ ନୂଆ ଫର୍ଦ୍ଦ । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପ‌ଟ୍ଟନାୟକ ଆସନ୍ତା ମାର୍ଚ୍ଚ ୧୦ ତାରିଖରେ ନୂଆପଡ଼ା ଗସ୍ତରେ ଲୋକଙ୍କୁ ଭେଟିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିବାକୁ ଯାଉଛନ୍ତି । ଏହି ସବୁ ପ୍ରକଳ୍ପ ଲୋକଙ୍କୁ ଉନ୍ନତ ସେବା ପ୍ରଦାନ ସହ ନୂଆପଡ଼ାର ବିକାଶରେ ବିଶେଷ ସହାୟକ ହେବ । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.