ବରଗଡ ଜିଲ୍ଲାରେ ନୂତନ ଜିଲ୍ଲାପାଳ ମୋନିଷା ବାନାର୍ଜୀଙ୍କ ଯୋଗଦାନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାରେ ନୂତନ ଜିଲ୍ଲାପାଳ ମୋନିଷା ବାନାର୍ଜୀଙ୍କ ଯୋଗଦାନ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ ବରଗଡ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ବଦଳି ହୋଇଛି । ଶ୍ରୀ ପ୍ରଧାନ ସ୍ଥାନରେ ମୋନିଷା ବାନାର୍ଜୀ ନୁତନ ଜିଲ୍ଲାପାଳ ଭାବରେ ନିଯୁକ୍ତି ପାଇଛନ୍ତି ।

Leave A Reply

Your email address will not be published.

twelve − nine =