ବାଲିଗୁଡାରେ ନୂତନ ଥାନା ଅଧିକାରୀଙ୍କ ଯୋଗଦାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନାର ନୂତନ ଅଧିକାରୀ ଭାବେ ବାବା ଶଙ୍କର ସରାଫ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏଥି ପୂର୍ବରୁ ସେ ତୁମୁଡିବନ୍ଧ ଥାନାର ଅଧିକାରୀ ଭାବେ କାର୍ଯ୍ରରତ ଥିଲେ । ଏଠାରେ ଯୋଗ ଦେବା ପରେ କୋଭିଡ ମୁକାବିଲା ପ୍ରଶାସନ ପାଇଁ ଏକ ଚ୍ୟାଲେଞ୍ଜ ହୋଇଥିବା ବେଳେ ଏଥିରେ ପୋଲିସର ଭୂମିକା ଗୁୁରୁତ୍‌ତ୍ୱପୂର୍ଣ୍ଣ ରହିଛି । ଏ ଦିଗରେ ଶୃଙ୍ଖଳାର ସହ ସମସ୍ତଙ୍କ ସହଯୋଗରେ କାର୍ଯ୍ୟ କରିବା ତାଙ୍କର ପ୍ରାଥମିକତା ରହିବ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.

1 + 5 =