ଆଇପିଏଲ୍ ପାଇଁ ୬ ଓଡ଼ିଆ ଖେଳାଳିଙ୍କ ନାଁ ସୁପାରିଶ କଲା ଓସିଏ ଓଡିଶା By Koshala Prabaha On Friday 22nd January 2021, 1:13 pm Share କଟକ : ଚଳିତ ବର୍ଷ ଆଇପିଏଲରେ ବିଡିଂ ପାଇଁ ୬ ଓଡ଼ିଆ ଖେଳାଳିଙ୍କ ନାଁ ସୁପାରିସ କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ) । ସେମାନେ ହେଲେ ଶୁଭ୍ରାଂଶୁ ସେନାପତି, ରାଜେଶ ଧୂପର, ରାଜେଶ ମହାନ୍ତି, ପପୁ ରାୟ, ଗୌରବ ଚୌଧୁରୀ ଓ ତାରିଣୀ ସ । ଏନେଇ ସୂଚନା ଦେଇଛନ୍ତି ଓସିଏ ସିଇଓ ସୁବ୍ରତ ବେହେରା । cuttack news