pakka

ଓଡ଼ିଶା ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର

bbehera

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର । କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ବିମାନବନ୍ଦରରେ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଛି । ଏସ୍ ଜୟଶଙ୍କର ଭୁବନେଶ୍ୱର ପହଞ୍ଚିବା ପରେ ବିଭିନ୍ନ କାର୍ଯ୍ୟକ୍ରମ ଯେପରିକି ଏଡିଟର୍ସ ମିଟ, ବୁଦ୍ଧିଜୀବୀ ସମ୍ମିଳନୀ ପରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ । କଟକରେ ଦଳୀୟ କାର୍ଯ୍ୟକ୍ରମ ଓ ସନ୍ଧ୍ୟାରେ ସମ୍ବଲପୁରରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବେ ।

jay balangir
Leave A Reply

Your email address will not be published.

fifteen + fifteen =

error: Content is protected !!