om academy

ଓଡ଼ିଶା ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା

jsm

ଭୁବନେଶ୍ୱର : ବିଜେପି ଫୋକସରେ ଓଡ଼ିଶା । ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା । ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍ । ଯୋଗୀଙ୍କ ବ୍ୟତୀତ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସୁଛନ୍ତି । କରଞ୍ଜିଆ, ଧାମନଗର, ବଡ଼ଚଣା, ବାଲିକୁଦା ସଭାରେ ଯୋଗ ଦେବେ ନଡ୍ଡା । ସେହିପରି ବିଶ୍ୱଶର୍ମା ଦେବଗଡ଼, ବଡବିଲ, ଚୌଦ୍ୱାର ଓ ବଡମ୍ବାରେ ସଭା କରିବେ ।

Leave A Reply

Your email address will not be published.