om academy

ଶୀତରେ ଥରୁଛି ଓଡ଼ିଶା

jsm

ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡ଼ିଶା । ବିଭିନ୍ନ ସ୍ଥାନର ରାତି ତାପାମାତ୍ରା ହ୍ରାସ ପାଇଥିବା ବେଳେ ୮.୩ ଡିଗ୍ରୀ ସହ ସୁନ୍ଦରଗଡର କୋରେଇ ସବୁଠାରୁ ଥଣ୍ଡା ଅଞ୍ଚଳ ପାଲଟିଛି । କନ୍ଧମାଳର ଜି.ଉଦୟଗିରିରେ ୮.୪ ଡିଗ୍ରୀ, ଫୁଲବାଣୀରେ ୮.୫ ଡିଗ୍ରୀ, କୋରାପୁଟରେ ୯.୫ ଡିଗ୍ରୀ, ଭଦ୍ରକ ରାଣିତାଲରେ ୯.୬ ଡିଗ୍ରୀ, ରାଉରକେଲାରେ ୯.୮, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ସୁନ୍ଦରଗଡ, ଦାରିଙ୍ଗବାଡିରେ ୧୦ ଡିଗ୍ରୀ ଓ ଝାରସୁଗୁଡାରେ ୧୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

Leave A Reply

Your email address will not be published.