ରାଜ୍ୟ‌ସ୍ତରୀୟ ଓଡିଶା ଦିବସ- ୨୦୨୧ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ଅପ୍ରେଲ ପହିଲାରେ ରାଜ୍ୟସ୍ତରୀୟ ଓଡିଶା ଦିବସ ପାଳନ ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଶାସନ ସଚିବ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋଭିଡ୍ ନିୟମାବଳୀ ସହିତ ଉତ୍କଳ ମଣ୍ଡପରେ ସାଂସ୍କୃତିକ କାର୍ୟ୍ୟକ୍ରମ ଓ ସାଧାରଣ ସଭା ଅନୁଷ୍ଠିତ ହେବ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.