‘ଓଡିଶାରେ ଗାନ୍ଧିଜୀ’ ଶୀର୍ଷକ ପୁସ୍ତକର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗାନ୍ଧୀ ଜୟନ୍ତୀ ଅବସରରେ “ଓଡିଶାରେ ଗାନ୍ଧିଜୀ” ଶୀର୍ଷକ ପୁସ୍ତକର ଲୋକାର୍ପଣ କରିଛନ୍ତି । ଏହି ପୁସ୍ତକରେ ଗାନ୍ଧିଜୀଙ୍କ ଓଡ଼ିଶା ଗସ୍ତ ସମ୍ବନ୍ଧୀତ ବହୁ ଉପାଦେୟ ତଥ୍ୟ ସ୍ଥାନୀତ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

three × two =