pakka

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍

bbehera

କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍ । ସୂଚନା ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ଏକ ମକା ବୋଝେଇ ଓଡ଼ି.୦୫.ଏକ୍ୟୁ ୧୧୪୯ ନମ୍ଵର ବିଶିଷ୍ଟ ଟ୍ରକ୍ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଟ୍ରକଟି ମକା ବୋଝେଇ କରି ଉମରକୋଟରୁ କଟକ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ତେବେ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି ।

jay balangir
Leave A Reply

Your email address will not be published.

10 − 9 =

error: Content is protected !!