pakka

ତୀର୍ଥଯାତ୍ରୀ ବସ୍ ଓଲଟି ୨୦ରୁ ଅଧିକ ଯାତ୍ରୀ ଆହତ

bbehera

ଭଦ୍ରକ : ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ତୀର୍ଥଯାତ୍ରୀ ବସ୍ । ବସ୍‌ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସୂଚନାନୁଯାୟୀ, ବସ୍‌ଟି ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ବସରେ ୫୦ରୁ ଅଧିକ ତୀର୍ଥଯାତ୍ରୀ ଥିଲେ । ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭଣ୍ଡାରିପୋଖରୀ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

jay balangir
Leave A Reply

Your email address will not be published.

2 + 4 =

error: Content is protected !!