ls

ଭାରସାମ୍ୟ ହରାଇ ଓଲଟିଲା ଅଙ୍ଗୁର ବୋଝେଇ ଟ୍ରକ

sb

କରଞ୍ଜିଆ : ମୟୂରଭଞ୍ଜ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥ ସିଡିଙ୍ଗା ସ୍କୁଲ ଛକ ନିକଟରେ ଏକ ଅଙ୍ଗୁର ବୋଝେଇ ଟ୍ରକ ଓଲଟି ପଡିଥିବା ଜଣାପଡିଛି । ସୂଚନା ଅନୁସାରେ ଟ୍ରକଟି କେନ୍ଦୁଝର ପଟୁ କଲିକତା ଅଭିମୁଖେ ଯାଉଥିବା ବେଳେ ଆଜି ଭୋର ସମୟରେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଘଟଣାରେ ଡ୍ରାଇଭର ଗୁରୁତର ଥିବା ଜଣାପଡିଛି । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଥିବା ସୂଚନା ରହିଛି ।

pc pk
Leave A Reply

Your email address will not be published.