centurian jitm

ଦୁଇ ଦିନ ବଢ଼ିବ ତାତି, ବହିବ ଗରମ ପବନ

nschool

ଭୁବନେଶ୍ୱର : ପ୍ରଫେସର ପଶୁପାଳକ କହିଛନ୍ତି, ରାଜ୍ୟର ସମୁଦ୍ର ସଂଲଗ୍ନ ଅଞ୍ଚଳକୁ ବଙ୍ଗୋପସାଗରୀୟ ପବନ ବହିବ । ବାକି ସାରା ରାଜ୍ୟରେ ଗରମ ପଶ୍ଚିମା ପବନ ବହିବ । ବୁଧବାର ଓ ଗୁରୁବାର ଅନେକ ସ୍ଥାନରେ ତାପମାତ୍ରା ୧ରୁ ୨ ଡିଗ୍ରୀ ବଢ଼ିବ ବଲାଙ୍ଗୀର, ଅନୁଗୁଳ, ଢେଙ୍କାନାଳ, ପୁରୀ, କଟକ, ବାରିପଦା ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରା ଅଧିକ ରହିବ । ଆସନ୍ତା ଦୁଇ ଦିନ ଆସ୍କା, ହିଞ୍ଜିଳିକାଟୁ, ଭଞ୍ଜନଗର ଓ ସୋରଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ଅଞ୍ଚଳ ପାଲଟିବ । ଭୁବନେଶ୍ୱର, କଟକ ଓ ଜଗତସିଂହପୁରରେ ତାତି ୩୮ ଡିଗ୍ରୀ ରହିବ ବୋଲି ସେ ପୂର୍ବାନୁମାନ କରିଛନ୍ତି ।

Leave A Reply

Your email address will not be published.