ଆଜି ଭୁବନେଶ୍ୱର ୭୬ବର୍ଷରେ ପାଦ ଥାପିଲା

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରର ଜନ୍ମଦିନ । ୭୬ବର୍ଷରେ ପାଦ ଥାପିଲା ଭୁବନେଶ୍ୱର । ୧୯୪୬ ମସିହାରେ, ଭୁବନେଶ୍ୱରକୁ ଏକ ମନୋହର ନଗରୀରେ ଗଢ଼ି ତୋଳିବାର ନକ୍ସା ପ୍ରସ୍ତୁତ କରିଥିଲେ ଜର୍ମାନୀର ସ୍ଥପତି ଓ ପ୍ଲାନର “ଅଟୋ କଏନ୍ସବର୍ଗର” । ୧୯୪୮ ମସିହା ଏପ୍ରିଲ ୧୩ ତାରିଖ ଦିନ ଭୁବନେଶ୍ୱରରେ ନୂଆ ରାଜଧାନୀର ପ୍ରତିଷ୍ଠା ଫଳକ ସ୍ଥାପନ କରିଥିଲେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ୍ ନେହରୁ ।

Leave A Reply

Your email address will not be published.