ରାଜ୍ୟ ସରକାରଙ୍କ ଶିକ୍ଷା କ୍ଷେତ୍ରରେ ଭିତ୍ତିଭୂମିକୁ ଅଧିକ ସୁଦୃଢ କରିବା ସହିତ ପିଲାଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ନିମନ୍ତେ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ଭିତ୍ତିଭୂମିକୁ ଅଧିକ ସୁଦୃଢ କରିବା ସହିତ ପିଲାଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ନିମନ୍ତେ ପଦକ୍ଷେପ ଗ୍ରହଣ କରିଛନ୍ତି । ସ୍କୁଲ ପିଲାଙ୍କୁ ଉତ୍ତମମାନର ମଧ୍ୟାହ୍ନ ଭୋଜନ ସୁପରିଚାଳନା ପାଇଁ ଏସ୍‌ଏମ୍‌ଇ ଓଡିଶା ଓଡ଼ିଶା ପକ୍ଷରୁ ସୁନିଶ୍ଚିତ କରାଯାଉଛି । ପ୍ରତ୍ୟେକ ସୋମବାର ଆଇରନ୍ ଓ ଫଲିକ୍ ଏସିଡ୍ ବଟିକା ଦିଆଯାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.