କୋଟିଆ ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋଟିଆ ଗ୍ରାମପୁଞ୍ଜର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୧୦୦ କୋଟିରୁ ଅଧିକ ଟଙ୍କାର ଅନୁଦାନ ଘୋଷଣା କରିଥିଲେ, ଯେଉଁଥିରେ ରାସ୍ତା ନିର୍ମାଣ, ବିଦ୍ୟୁତିକରଣ ଓ ଜୀବିକା କାମ ଚାଲିଛି । ଥାନା, ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର, ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ହୋଇସାରିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.