ଭୁବନେଶ୍ୱର, (କେପିଏନ୍ଏସ୍) : ସମ୍ଭାବ୍ୟ ବନ୍ୟା ପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପୂର୍ଣ୍ଣ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ବିଭିନ୍ନ ସମ୍ବେଦନଶୀଳ ସ୍ଥାନ ତଥା ତଳିଆ ଅଞ୍ଚଳରେ ନାଇଟ୍ ପେଟ୍ରୋଲିଙ୍ଗ୍ ଜାରି ରହିଛି । ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର, ସମ୍ବଲପୁର ସମେତ ବିଭିନ୍ନ ଜିଲ୍ଲାରେ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Next Post