ବନ୍ୟା ପ୍ରଭାବିତ ଲୋକଙ୍କ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଶାସନ ସଚିବ, ଜଗତସିଂହପୁର ଜିଲ୍ଲାପାଳ ଏବଂ ପାରାଦୀପ ବିଧାୟକ ପ୍ରମୁଖ କୁଜଙ୍ଗ ବ୍ଲକର ବିଭିନ୍ନ ବନ୍ୟାଞ୍ଚଳ ପରିଦର୍ଶନ କରି ପ୍ରଭାବିତ ଲୋକଙ୍କ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.