oum

ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହେଲେ ରଙ୍ଗବତୀ ଗୀତର ରଚୟିତା ମିତ୍ରଭାନୁ ଗୌନ୍ତିଆ

jsm

ସମ୍ବଲପୁର : ରଙ୍ଗବତୀ ଗୀତର ରଚୟିତା ତଥା ଗୀତିକାର ମିତ୍ରଭାନୁ ଗୌନ୍ତିଆ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଛନ୍ତି । ଗତକାଲି ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ସେ ଏହି ସମ୍ମାନ ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.