centurian jitm

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ପଦ୍ମବେଶ ହେବ

nschool

ପୁରୀ : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ପଦ୍ମବେଶ ଅନୁଷ୍ଠିତ ହେବ । ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହେବେ । କିମ୍ୱଦନ୍ତୀ ଅନୁଯାୟୀ, ସନ୍ଥ ମନୋହର ଦାସଙ୍କ ପାଇଁ ପ୍ରଭୁ ଶ୍ରୀପଞ୍ଚମୀ ପୂର୍ବରୁ ଏହି ବେଶରେ ଦର୍ଶନ ଦେଇଥିଲେ । ତେଣୁ ବଡ଼ଛତା ମଠ ପକ୍ଷରୁ ଏହି ବେଶ କରାଯାଇଥାଏ ।

Leave A Reply

Your email address will not be published.