ଚାଲିଗଲେ ଉପେନ୍ଦ୍ର କୁମାର ପାହାଡସିଂ

ଭୁବନେଶ୍ୱର, (କେ ସତ୍ୟ ନାରାୟଣ ରେଡ୍ଡୀ) : ଆକାଶବାଣୀର ବିଶିଷ୍ଠ ସମ୍ବାଦ ପାଠକ ଉପେନ୍ଦ୍ର ପାହାଡସିଂଙ୍କ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହେଉଥିଲା । ଦିଲ୍ଲୀର ଏକ ଘରୋଇ ହସସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ଗତକାଲି ଅପରାହ୍ନରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.