csstore

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ପତାକା ଉତ୍ତୋଳନ କରି ନିଜ ଅଧିକାର ସାବ୍ୟସ୍ତ କରିବା ପୂର୍ବରୁ ନିଜର କର୍ତ୍ତବ୍ୟ ପାଳନ କରିବାକୁ ଉପଦେଶ ଦେଇଥିଲେ । ବିଦ୍ୟାଳୟର ଛାତ୍ରୀମାନେ ପେରେଡ଼ କରି କରି ଜାତୀୟ ପତାକାକୁ ଅଭିବାଦନ କରିଥିଲେ । ବିଦ୍ୟାଳୟର ଜ୍ୟୋତ୍ସ୍ନାରାଣୀ ସାହୁ, ଜୀବନାନନ୍ଦ ସାହୁ, ମାନସ ରଞ୍ଜନ ଶତପଥୀ, ପୂଜାରାଣୀ ନାୟକ, ରବୀନା ପଧାନ,ସଂଯୁକ୍ତା ଭୋଇ,ବୃନ୍ଦାବତୀ ସାହୁ,ବୃନ୍ଦାବନ ଦାସ, ସୁରେନ୍ଦ୍ର କୁମାର ଭୋଇ, ଜ୍ୟୋତିରେଖା ମହାନନ୍ଦ, ଚକ୍ରଧର ନାୟକ, ନିଳୀମାରାଣୀ ମହାନ୍ତି, ସୁଷମା ଦାସ, ଦୁଷ୍ମନ୍ତ ଛତର, ନନ୍ଦିନୀ ବାଗ, କମଳା କୁମ୍ଭାର ପ୍ରମୁଖସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.