ଭିତରକନିକାରେ ପକ୍ଷୀ ଗଣନା କାର୍ଯ୍ୟ ସମାପ୍ତ

ପଟାମୁଣ୍ଡାଇ : ଭିତରକନିକା ଅଭୟାରଣ୍ୟରେ ପକ୍ଷୀ ଗଣନା କାର୍ଯ୍ୟ ସମାପ୍ତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ବଢିଛି ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା । ରାଜନଗର ବନଖଣ୍ଡକୁ ୧୪୪ଟି ପ୍ରଜାତିର ପକ୍ଷୀ ଆସଥିବା ବେଳେ ମୋଟ ୧ ଲକ୍ଷ ୩୮ ହଜାର ୧୦୭ଟି ପକ୍ଷୀ ଆସିଥିବା ଜଣାପଡିଛି । ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ଜଜ୍ଞଦତ୍ତ ପତି ସୂଚନା ଦେଇଛନ୍ତି ।

Leave A Reply

Your email address will not be published.