ପଦ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ସମ୍ବଲପୁରୀ ଦିନ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ହେଉଛି ସୋନପୁରର ବରପୁତ୍ର ତଥା କୋଶଲି ଭାଷା ସାହିତ୍ୟ ସଂସ୍କୃତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମଦିନ । ବିଶିଷ୍ଟ କବି, ଲେଖକ ତଥା ଭାଷାବିତ୍ ସମ୍ବଲପୁରୀ ଭାଷାକୁ ପରିଚୟ ଦେଇଥିବା ସେଇ ମହାନ ବ୍ୟକ୍ତିତ୍ୱଙ୍କ ଜନ୍ମ ଦିନକୁ ଆଜି ସାରା ପଶ୍ଚିମ ଓଡ଼ିଶାରେ ସମ୍ବଲପୁରୀ ଦିନ୍ ଭାବରେ ପାଳନ କରାଯାଏ । ଏହି ଅବସରରେ ଆଜି ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରର ସମ୍ବଲପୁରୀ ବସ୍ତ୍ର ପରିଧାନ କରି ସମସ୍ତ କର୍ମଚାରୀମାନେ ସମ୍ବଲପୁରୀ ଦିନ ପାଳନ କରିଥିଲେ ।

jittmm
Leave A Reply

Your email address will not be published.