pakka

ବିନିକାକୁ ସବ୍‌ଡିଭିଜନ ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ

bbehera

ବିନିକା : ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରକୁ ସବଡିଭିଜନ ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ । ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ଏହି ବନ୍ଦ ପାଳନରେ ସମସ୍ତ ଦୋକାନ, ବଜାର, ଅଖ, ଚକ, ସରକାରୀ ବେସରକାରୀ ଶିକ୍ଷାନୁଷ୍ଠାନ ଓ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିଛି । ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

jay balangir
Leave A Reply

Your email address will not be published.

5 × 1 =