jayashree

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଅନ୍ତର୍ଜାତୀୟ ଯୋଗ ଦିବସ ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ଅଭିଭାବିକା ଅଂଶ ଗ୍ରହଣ କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀ ଦାଶ ଓ ଶିକ୍ଷୟିତ୍ରୀ ବିନ୍ଦୁ ମାହାଣା ଯୋଗ ଶିଖାଇଥିଲେ । ସହକାରୀ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ, ରଞ୍ଜିତା ନାଗ ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ । ଶେଷରେ ଶିଶୁମାନଙ୍କୁ ବିସ୍କୁଟ ବଣ୍ଟନ କରି ଯୋଗ ଶିବିର ଉଦ୍‌ଯାପିତ କରିଥିଲେ ।

Leave A Reply

Your email address will not be published.