ବାଲେଶ୍ୱର : ବାଲେଶ୍ୱରରେ ଜିଲ୍ଲାସ୍ତରୀୟ ୭୪ତମ ଗଣତନ୍ତ୍ର ଦିବସ ଶାନ୍ତି ଶୃଙ୍ଖଳାର ସହ ପାଳିତ ହୋଇଯାଇଛି । ସ୍ଥାନୀୟ ପୁଲିସ ପଡ଼ିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗ ଦେଇ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ସେ ଉଦ୍ବୋଧନ ଦେଇଛନ୍ତି । ପରେ ବିଭିନ୍ନ ସ୍କୁଲ, କଲେଜ ଛାତ୍ରଛାତ୍ରୀଙ୍କ ଦ୍ଵାରା ଆୟୋଜିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡି.ଭି ଶିନ୍ଦେ, ଆଇଜି ହିମାଂଶୁ ଲାଲ, ଏସ୍ପି ସାଗରିକା ନାଥଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ ।
Next Post