ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସଂଘର ବରିଷ୍ଠ ସଦସ୍ୟ ସତ୍ୟନାରାୟଣ ବେହେରା ପତାକା ଉତ୍ତୋଳନ କରିଥିବା ବେଳେ ଏଥିରେ ସାଧାରଣ ସଂପାଦକ ବଳରାମ ମିଶ୍ର, ସାଂଗଠାନିକ ସଂପାଦକ ଶରତ ଚନ୍ଦ୍ର ମିଶ୍ର, ବରିଷ୍ଠ ସଭ୍ୟ ନବୀନ ପଶାୟତ, ସଭ୍ୟ ସଂଦୀପ କୁମାର କୁଅଁର, ଶରତ ମହାକୁର ଏବଂ ମହେନ୍ଦ୍ର ପଧାନ ଉପସ୍ଥିତ ଥିଲେ ।

Leave A Reply

Your email address will not be published.