pakka

ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜନ୍ମ ଜୟନ୍ତୀ ପାଳିତ

kalikesh

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ବ୍ଲକ କଂଗ୍ରେସ ସଭାପତି ଗୁଣ ସାଗର ମାଝୀ, ମିଡ଼ିଆସେଲ ସଂଯୋଜକ ସୁବ୍ରତ ବେହେରା ସମେତ ବହୁ କଂଗ୍ରେସ କର୍ମୀ ମାନେ ଉପସ୍ଥିତ ଥିଲେ ।

pp
Leave A Reply

Your email address will not be published.

eleven + thirteen =