ବିଙ୍ଗ୍‌ ଷ୍ଟ୍ରଙ୍ଗ୍‌ ଫିଟ୍‌ ନେସ୍‌ କ୍ଲବ ପକ୍ଷରୁ ୭୯ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପାଇଁ ସବୁ ସମୟରେ ଗର୍ବ ସାଜିଥିବା ବିଙ୍ଗ୍‌ ଷ୍ଟ୍ରଙ୍ଗ୍‌ ଫିଟ୍‌ ନେସ୍‌ କ୍ଲବ ପକ୍ଷରୁ ୭୯ ତମ ସ୍ୱାଧୀନତା ଦିବସ ବହୁ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି । ଏଥିରେ ସତ୍ୟନାରାୟଣ ଦର୍ଜୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିବା ବେଳେ ବିଙ୍ଗ୍‌ ଷ୍ଟ୍ରଙ୍ଗ୍‌ ଫିଟ୍‌ ନେସ୍‌ କ୍ଲବର ପ୍ରତିଷ୍ଠାତା ତଥା ଯୁବ ଉଦ୍ୟୋଗୀ ଶୁଭମ ଦର୍ଜୀଙ୍କ ସହ ଅନ୍ୟ ସଦସ୍ୟ ଓ ସଦସ୍ୟା ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.