pr

ମୁରିବାହାଲ ପଞ୍ଚାୟତି ଉଚ୍ଚ ବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ଅବସରରେ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

dr. purohit

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତି ଉଚ୍ଚ ବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଏକ ବିରାଟ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ସ୍କୁଲର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ଏହି ରାଲିରେ ଅଂଶଗ୍ରହଣ କରି, ସ୍ୱଚ୍ଛତା ଓ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରିବା ପାଇଁ ଆହ୍ୱାନ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁନିଲ କୁମାର ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଶିକ୍ଷକ ଶିକ୍ଷୟିତ୍ରୀ ରଶ୍ମିଲତା ପାତ୍ର, କିଶୋର ଚନ୍ଦ୍ର ମହାନ୍ତି, ପ୍ରଦୀପ କୁମାର ପୁଟେଲ, ହେମନ୍ତ ନାଗ, ବିକ୍ରମ ପୁରୋହିତ, ମନୋଜ କୁମାର ୍‌ସ୍ୱାଇଁ, ଚନ୍ଦ୍ରଧ୍ୱଜ ଭୋଇ, ସୋମନାଥ ମାଝୀ, ରିଚେଲ ନାଗ, ସ୍ୱାଗତ ମେହେର, ଦୀପ୍ତିମୟୀ ଲେଙ୍କା, କଳାକାହ୍ନୁ ରଣା, ଶିଶିର କୁମାର ବୈଠାରୁ ପ୍ରମୁଖ ଉପସ୍ଥିତ ଥିଲେ ।

nrusinghnath
Leave A Reply

Your email address will not be published.