om academy

ପାଣି ପାଇଁ ଡହଳବିକଳ

jsm

ଡୁଡୁକା, (କେପିଏନ୍‌ଏସ୍‌) : ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଆଗଲପୁର ଅଞ୍ଚଳରେ ବିଶେଷ କରି ବୁଲା ଗୋରୁ, କୁକୁର, ପକ୍ଷୀ ଆଦି ବହୁ କଷ୍ଟ ପାଉଥିବା ଦେଖିବାକୁ ମିଳୁଛି । ପାଣି ବୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି ସମସ୍ତେ । ତେଣୁ ଏମାନଙ୍କ ପାଇଁ ପିଇବା ପାଣିର ବ୍ୟବସ୍ଥା କରିବାକୁ ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି ।

Leave A Reply

Your email address will not be published.