oom

ଭଟ୍ଟାରିକା ମନ୍ଦିରରେ ପଶିଲା ପାଣି

jsmm

କଟକ : ଲଗାଣ ବର୍ଷା ଯୋଗୁଁ କଟକ ମା’ ଭଟ୍ଟାରିକା ମନ୍ଦିରରେ ପଶିଲା ବନ୍ୟା ପାଣି । ମନ୍ଦିର ଭିତରେ ପାଣି ପଶିବାରୁ ମା’ଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି ।

jittmm
Leave A Reply

Your email address will not be published.