ଆସନ୍ତା ୪ ତାରିଖରେ ପ୍ରବଳ ବର୍ଷା : ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ଵର : ଆସନ୍ତା ୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ସମୁଦ୍ରରେ ୪ ଦିନ ରହି ବଳ ଜୁଟାଇବା ପରେ ଅବପାତରେ ପରିଣତ ହେବ । ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.