୧୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା : ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ହେବ । ଆଜି ପଶ୍ଚିମ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୧୩ ତାରିଖରେ ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ବାଲେଶ୍ୱର ଜିଲ୍ଲାରେ ନିଅଣ୍ଟିଆ ବର୍ଷା ସ୍ଥିତି ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Leave A Reply

Your email address will not be published.