ପରଲୋକରେ କଂସ ଅଭିନେତା ଦେବେନ୍ଦ୍ର ବିଶ୍ୱାଳ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାରେ ପୂର୍ବରୁ କଂସ ଭୂମିକାରେ ଅଭିନୟ କରିଥିବା ବରଗଡ ଜିଲ୍ଲାର ଅତାବିରା ବ୍ଲକ ହିର୍ଲିପାଲି ଗାଁର ବରିଷ୍ଠ କଳାକାର ଦେବେନ୍ଦ୍ର ବିଶ୍ୱାଳଙ୍କ ପରଲୋକ ହୋଇଯାଇଛି । ଆଜି ବୁଧବାର ଦିନ ଭୋର ସମୟରେ ୭୦ ବର୍ଷ ବୟସରେ ତାଙ୍କର ପରଲୋକ ଘଟି ଯାଇଛି । ତାଙ୍କର ବିୟୋଗରେ ବରଗଡ ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଛି ।

Leave A Reply

Your email address will not be published.

three × 4 =

error: Content is protected !!