ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କ ପରଲୋକ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶାର ଖ୍ୟାତିସମ୍ପନ୍ନ ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କ ଭୁବନେଶ୍ୱରସ୍ଥ ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ ସ୍ଥିତ ତାଙ୍କ ନିଜସ୍ୱ ବାସଭବନରେ ଆଜି ସକାଳେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହେଉଥିଲା । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.

three × 5 =