ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ

କଟକ : ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ କଟକ ଜିଲ୍ଲା ତେଲେଙ୍ଗାବଜାର ସ୍ଥିତ ତାଙ୍କ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି । ସେ ଜଣେ ମିଷ୍ଟଭାଷୀ ଓ ପରୋପକାରୀ ବ୍ୟକ୍ତି ଥିଲେ ।

Leave A Reply

Your email address will not be published.

4 − 2 =