ତେନ୍ତୁଳିଖୁଣ୍ଟିର ପୂର୍ବତନ ୱାର୍ଡ ସଭ୍ୟ ରାମଦାସ ବାଗଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗରଗଡବାହାଲ ପଞ୍ଚାୟତ ତେନ୍ତୁଳିଖୁଣ୍ଟି ଗ୍ରାମର ପୂର୍ବତନ ୱାର୍ଡ ସଭ୍ୟ ରାମଦାସ ବାଗଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ଶଯ୍ୟା ନିକଟରେ ବଡ଼ ପୁଅ ବାସୁଦେବ, ତିନି ଝିଅ, ଜ୍ୱାଇଁ, ନାତି ନାତୁଣୀ, ଜ୍ଞାତିପରିଜନ ଉପସ୍ଥିତ ଥିଲେ । ତାଙ୍କ ସାନପୁଅ ଦିଗବଳ ବାଗ ମୁଖାଗ୍ନି ଦେଇଥିଲେ । ସ୍ୱର୍ଗତ ବାଗ ଜଣେ ଅମାୟିକ, ଧାର୍ମିକ ତଥା ବନ୍ଧୁବତ୍ସଳ ବ୍ୟକ୍ତି ଭାବେ ଅଞ୍ଚଳରେ ସୁପରିଚିତ ଥିଲେ । ତାଙ୍କ ପରଲୋକରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.

fourteen + ten =