ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ

ବରଗଡ଼ : ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ (୭୦)ଙ୍କ ଆଜି ପରଲୋକ ହୋଇଯାଇଛି । କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହୋଇଥିଲେ । ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରୁଥିଲେ । ଏଣେ ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଛି ।

Leave A Reply

Your email address will not be published.