ବରିଷ୍ଠ ଆଇନଜୀବୀ ଗୋବର୍ଦ୍ଧନ ପୂଜାରୀଙ୍କ ପରଲୋକ

ରାଉରକେଲା, (କେପିଏନ୍‌ଏସ୍‌) : ରାଉରକେଲାର ବରିଷ୍ଠ ଆଇନଜୀବୀ ଗୋବର୍ଦ୍ଧନ ପୂଜାରୀଙ୍କ ଆଜି ପରଲୋକ ହୋଇଯାଇଥିବା ସୂଚନା ମିଳିଛି । କିଛି ଦିନ ପୂର୍ବରୁ ସେ କୋଭିଡ୍‌ ଆକ୍ରାନ୍ତ ହୋଇ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିବା କୁହାଯାଇଛି । ତେବେ ତାଙ୍କ ପରଲୋକରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳି ଯାଇଛି ।

Leave A Reply

Your email address will not be published.