pakka

ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରଙ୍କ ପରଲୋକ

bbehera

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରୁଗୁଡିପଡା ମୂଳନିବାସୀ ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ର (୬୯)ଙ୍କ ହୃଦଘାତ ଯୋଗୁଁ ଭୁବନେଶ୍ୱର ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ ତାଙ୍କ ପତ୍ନୀ ଓ ଦୁଇ ପୁଅଙ୍କୁ ଛାଡି ଚାଲିଯାଇଛନ୍ତି । ଶ୍ରୀ ମିଶ୍ରଙ୍କ ଧର୍ମପତ୍ନୀ ଡ. ଜ୍ୟୋତି ମିଶ୍ର ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟ ହିନ୍ଦି ବିଭାଗରେ ଅବସରପ୍ରାପ୍ତ ସହାୟକ ପ୍ରଫେସର ଥିଲେ । ତାଙ୍କ ପରଲୋକରେ ପରିଚିତ ମହଳରେ ଶୋକର ଛାୟା ଖେଳିଯାଇଛି ।

jay balangir
Leave A Reply

Your email address will not be published.

4 × 5 =