ଓଡ଼ିଶୀ ନୃତ୍ୟଶିଳ୍ପୀ ମାୟାଧର ରାଉତଙ୍କ ପରଲୋକ

ଭୁବନେଶ୍ୱର : ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ଗୁରୁ ମାୟାଧର ରାଉତ ଆଉ ନାହାନ୍ତି । ୯୫ବର୍ଷ ବୟସରେ ନୃତ୍ୟଗୁରୁ ମାୟାଧର ରାଉତଙ୍କ ଦେହାନ୍ତ ହୋଇଛି । ଓଡିଶୀ ନୃତ୍ୟ ପ୍ରତି ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ । ସେ ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦିଗରେ ମାୟାଧର ପ୍ରୟାସ କରିଥିଲେ

Leave A Reply

Your email address will not be published.