ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗରିବ ଲୋକଙ୍କ ଜୀବିକାକୁ ଦୃଷ୍ଟିରେ ରଖି ଅର୍ଥନୈତିକ କାର୍ୟ୍ୟକ୍ରମ ଯେପରି ଅବିରତ ଜାରି ରହିବ, ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି । ଶିଳ୍ପ ସଂସ୍ଥାଗୁଡିକ ନିର୍ବିଘ୍ନରେ ଯେପରି ସେମାନଙ୍କ ଉତ୍ପାଦନ ଜାରି ରଖିବେ, ପୁଞ୍ଜି ବିନିଯୋଗ କାର୍ୟ୍ୟକାରୀ ହେବ ସେଥିପାଇଁ ସମସ୍ତ ଉଦ୍ୟମ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟର୍‌ ମାଧ୍ୟମରେ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.